ଆଜି ୪ ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

0 181

ଭୁବନେଶ୍ୱର,୩/୮(ଏସଏସନିଉଜ) ବନକଲାଗି ନୀତି ପାଇଁ ଆଜି ୪ ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଜଣାପଡିଛି ।

Leave A Reply

Your email address will not be published.