ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

0 523

ଭୁବନେଶ୍ୱର, ୨୮/୬(ଏସଏସନିୟୁଜ) ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ  ବୈଠକରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବ ।ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଏବଂ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ସହ ରାଜ୍ୟ ପଦାଧିକାରୀମାନେ ଯୋଗଦେବେ ।ତେବେ କୋଭିଡ କଟକଣା ପାଇଁ ଭର୍ଚୁଆଲ ବା ଭିଡିଓ କନଫରେନ୍‌ସ ଜରିଆରେ ଅନଷ୍ଠିତ ହେବ । ସମସ୍ତ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାମାନେ ନିଜ ନିଜ ଅଂଚଳରେ ରହି ଭର୍ଚୁଆଲ ଜରିଆରେ ଯୋଡି ହେବେ ବୋଲି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.