ଆଜି ରାଜ୍ୟରେ ୯୭୯୩ ପଜିଟିଭ ଚିହ୍ନଟ, ୧୮ ମୃତ

0 317

ଭୁବନେଶ୍ୱର, (ଏସଏସନିୟୁଜ) ଗତ ୨୪ ଘଣ୍ଟା ରାଜ୍ୟରେ ୯୭୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସେମାନଙ୍କମଧ୍ୟରେ ଖୋର୍ଦ୍ଧା ରୁ ୧୫୧୧, ସୁନ୍ଦରଗଡରୁ ୧୦୧୮, ଯାଜପୁରରୁ ୩୭୬, କଟକରୁ ୬୪୧, ଅନୁଗୁଳରୁ ୫୨୬, ଝାରସୁଗୁଡାରୁ ୪୦୪, ନୂଆପଡାରୁ ୪୦୧, ସମ୍ବଲପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗିରରୁ ୩୪୨, ବାଲେଶ୍ୱରରୁ ୩୧୪, ନବରଙ୍ଗପୁରରୁ ୩୦୨, ଷ୍ଟେଟପୁଲରୁ ୨୮୦, ଗଞ୍ଜାମରୁ ୨୭୬, ବରଗଡରୁ ୨୭୦, ନୟାଗଡରୁ ୨୫୪, କେନ୍ଦୁଝରରୁ ୨୪୪, କଳାହାଣ୍ଡିରୁ ୨୨୪, ମୟୂରଭଞ୍ଜରୁ ୧୯୯, ଜଗତସିଂହପୁରରୁ ୧୮୯, କୋରାପୁଟରୁ ୧୭୪, କେନ୍ଦ୍ରାପଡାରୁ ୧୫୮, ବୌଦ୍ଧରୁ ୧୫୨, ରାୟଗଡାରୁ ୧୪୮, ସୋନପୁରରୁ ୧୪୦, ଦେବଗଡରୁ ୧୨୫, ଗଜପତିରୁ ୧୧୧, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୧, ମାଲକାନଗିରିରୁ ୬୩, ଭଦ୍ରକରୁ ୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ତେବେନୁଆ ଆକ୍ରାନ୍ତ ଚିହ୍ନଟ ମଧ୍ୟରେ ଖୋର୍ଦ୍ଧାଜିଲ୍ଲା ଆଗରେ ରହିଥିବାବେଳେତାପଛକୁ ସୁନ୍ଦରଗଡ ରହିଛି ।ସେହିଭଳିଭାବେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ଜିଲ୍ଲାରୁ ୧୮ଜଣ କରୋନାଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।ମୃତକଙ୍କମଧ୍ୟରେ ଅନୁଗୋଳ ଜିଲ୍ଲାରୁ୪, ଖୋର୍ଦ୍ଧା ଜିଲ୍ଲାରୁ୩, କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଲେଖାଏ ,ବୌଦ୍ଧ, ଦେବଗଡ଼, ଗଜପତି, ମାଲକାନଗିରି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୨୨ଶହ ୧୫ରେ ପହଁଚିଛି ।

Leave A Reply

Your email address will not be published.