ଆଜି ରତ୍ନବେଦୀକୁ ଯିବେ ଚତୁର୍ଦ୍ଧାମୂର୍ତି

0 254

ଭୁବନେଶ୍ୱର,୨୩/୭(ଏସଏସନିୟୁଜ) ରଥଯାତ୍ରାର ଶେଷ ପର୍ବ ନୀଳାଦ୍ରି ବିଜେ ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ । ରତ୍ନସିଂହାସନକୁ ଫେରିବେ ନୀଳାଦ୍ରିନାଥ । ସଂନ୍ଧ୍ୟାଧୂ ନୀତି ସମ୍ପନ୍ନ ହେବା ପରେ ଚାରମାଳ ବନ୍ଧା ହେବ । ବିଜେ କାହାଳୀ ବାଜିବା ପରେ ବନ୍ଦାପନାଓ ଡ଼ୋରଲାଗି ନୀତି ଅନୁଷ୍ଠିତ ହେବ । ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ ହେବେ ଦାରୁଦିଁଅ । ପରମ୍ପରା ଅନୁସାରେ କାଳିଆସାଆନ୍ତଙ୍କ ବାଟ ଓଗାଳିବେ ମା’ଲକ୍ଷ୍ମୀ ଠାକୁରାଣୀ । ଶେଷରେ ଶ୍ରୀଜଗନ୍ନାଥ ରସଗୋଲା ଦେଇ ଲକ୍ଷ୍ମୀ ଠାକୁରାଣୀଙ୍କ ମାନଭଞନ କରିବାପରେ ମନ୍ଦିର ପ୍ରବେଶ କରିବେ ।

Leave A Reply

Your email address will not be published.