ଆଜିଠାରୁ ୟୁଟ୍ୟୁବରେ ପାଠପଢିବେ ୧ମରୁ ୮ମ ଶ୍ରେଣୀ ଛାତ୍ରଛାତ୍ରୀ

0 191

ଭୁବନେଶ୍ୱର,୨୭/୧(ଏସଏସନିଉଜ) ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାମାନେ ଆଜିଠାରୁ ୟୁଟ୍ୟୁବରେ ପାଠପଢିବେ ।ଏହି ଜ୍ଲାସ ସପ୍ତାହର ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଚାଲିବ । ପ୍ରତ୍ୟେକ ଦିନ ଗୋଟିଏ କ୍ଲାସ ହେବ । ପ୍ରତ୍ୟେକ ଲାଇଭ୍ ଷ୍ଟ୍ରିମିଂ କ୍ଲାସର ଲିଙ୍କ ପୂର୍ବଦିନ ସନ୍ଧ୍ୟା ୫ଟା ସୁଦ୍ଧା ଛାତ୍ରଛାତ୍ରୀଙ୍କ ନିକଟରେ ପହଞ୍ଚିବ । ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ୟୁଟ୍ୟୁବ ପାଠପଢ଼ା ସମ୍ପର୍କରେ ସଚେତନ ରହିବାକୁ କୁହାଯାଇଥିବାବେଳେ ପୁର୍ବରୁ ଓସେପା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରୀ ମାନେ ଉପସ୍ଥିତ ରହି ପାଠପଢ଼ା ଓ ଗାଇଡଲାଇନ ବିଷୟରେ ଆଲୋଚନା କରିଥିଲେ।

 

Leave A Reply

Your email address will not be published.