ଆଜିର ଅନୁଚିନ୍ତା

 ତାରିଖ - ୦୮:୦୪:୨୦୨୧ (ଗୁରୁବାର)

0 322

➡️ଧର୍ଯ୍ୟ ମଣିଷକୁ ଉନ୍ନତି କରେ ମିଛ ମଣିଷକୁ ବିନାଶ କରେ ।
➡️ଜୀବନ ଏକ ନଉକା ପରି କେବେ ଏ ପାରି କେବେ ସେ ପାରି ସୁଖଦୁଃଖର ଦୁଇଟି କୂଳ ହସଲୁହତ ଭାଗ୍ୟରଖେଳ ।
➡️ଜୀବନରେ ଯେତେବି ଉଚ୍ଚ ସ୍ଥାନକୁ ଯାଅ ନା କାହିଁକି କିନ୍ତୁ ସବୁବେଳେ ନିଜର ସାଳିନତା ସବୁ ସ୍ଥାନରେ ବଜାୟ ରଖିବାକୁ ଚେଷ୍ଟା କରିବା ।
➡️କଷ୍ଟ ଏବଂ ବିପଦ ମଣିଷକୁ ଶିକ୍ଷା ଦେବାରେ ସର୍ବ ଶ୍ରେଷ୍ଠ ଗୁଣ ଅଟେ ,ଯିଏ ଏହି ସମୟକୁ ସାହସର ସହିତ ସାମ୍ନା କରେ ସେ ହିଁ କଷ୍ଟ ଓ ବିପଦକୁ ବିଜୟ କରେ !
➡️Time ମାଗଣାରେ ମିଳିଥାଏ କିନ୍ତୁ ଏହା ଅମୂଲ୍ୟ, Time କୁ କେହି ଅଟକାଇ ରଖିପାରିବା ନାହିଁ କିନ୍ତୁ ଖର୍ଚ୍ଚ କରିପାରିବା, ହେଲେ ଥରେ ଯଦି ଏହି Time କୁ ହାତଛଡା କରି ଦେଲେ ତ ଆଉ ମିଳିବ ନାହିଁ ।
ଶୁଭ ସକାଳ,ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ !ଜୟ ଜଗନ୍ନାଥ!

Leave A Reply

Your email address will not be published.