ଆଜିର ରାଶିଫଳ

0 241

୨୪-୧-୨୦୨୩(ବୁଧବାର)ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର । ମକର ରାଶିର ଘାତବାର ।ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଓ ଚତୁର୍ଥୀର ପାର୍ବଣ ଶ୍ରାଦ୍ଧ । ପଟୋଳ ଦିବା ଘ୩।୪୧ ଗତେ ମୂଳା ଭକ୍ଷଣ ନିଷେଧ ।
ମେଷ:-ଆପଣ ନିଜକୁ ସ˚ବରଣରେ ରଖିବା ଦରକାର। ଜରୁରୀ କାମ କରିବା ପୂର୍ବରୁ ବଡ଼ଙ୍କ ମତ ନିଅନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ।
ବୃଷ:-କୌଣସି ବଡ଼ କାମରେ ଲାଭ ହେବ। ଖୁସି ଖବର ପାଇବେ। ସଙ୍ଗୀତ ନିର୍ଦେଶକଙ୍କ ଲାଗି ଦିନଟି ଭଲ। ପ୍ରେମ ସମ୍ବନ୍ଧ ମଜଭୁତ ହେବ।
ମିଥୁନ:-ଆପଣ ଅତ୍ୟଧିକ ଆତ୍ମବିଶ୍ବାସ ଅନୁଭବ କରିବେ। ଆପଣଙ୍କର ସବୁ ଇଚ୍ଛା ପୂରଣ ହେବ। ବିବାହିତ ଲୋକଙ୍କ ଜୀବନରେ ସବୁ ଭଲ ରହିବ।
କର୍କଟ:-ମାନସିକ ଶାନ୍ତି ପାଇବା ଲାଗି ଆଧୢାତ୍ମିକତା ବୃଦ୍ଧି କରନ୍ତୁ। ଜୀବନସାଥୀଙ୍କ ପ୍ରସଙ୍ଗରେ ଅଧିକ ଦଖଲ ଦିଅନ୍ତୁ ନାହିଁ। ବେପାର ସମ୍ବନ୍ଧରେ ଭଲ ଖବର ପାଇବେ।
ସି˚ହ:-ଜୀବନରେ କିଛି ନୂଆ କରିବା ପାଇଁ ମନରେ ବିଚାର ଆସିବ। ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ପାରିବାରିକ ଦାୟିତ୍ବ ଭଲରେ ତୁଲାଇବେ।
କନ୍ୟା:-ଅନ୍ୟମାନଙ୍କୁ ନିଜର ମନ କଥା କହିବେ। ରାଜନୀତିରେ ଆଧିପତ୍ୟ ବଢ଼ିବ। ନୂଆ ଚାକିରିର ସୁଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
ତୁଳା:-ଧର୍ମକାର୍ଯ୍ୟରେ  ସମୟ ବିତିବ। କୌଣସି ବୟୋଜ୍ୟେଷ୍ଠଙ୍କୁ ସାହାଯ୍ୟ କରନ୍ତୁ, ଲାଭ ହେବ। ଅଫିସରେ ଲାଗିରହିଥିବା ବିବାଦର ସମାଧାନ ହେବ।
ବିଛା:-କୌଣସି କାମରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ। ରାଜନୀତିରେ କିଛି ଆଶା ପୂରଣ ହେବ। ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ବଢ଼ିବ।
ଧନୁ:-କାରବାର ସମ୍ବନ୍ଧରେ ବରିଷ୍ଠଙ୍କ ସହିତ ଆଲୋଚନା କରିବେ। ଅଫିସରେ କୌଣସି କାମରେ ଅଧିକ ସମୟ ଲାଗିବ। ମାଆଙ୍କର ବିଶେଷ ଧୢାନ ରଖନ୍ତୁ।
ମକର:-ବଡ଼ କ˚ପାନି ସହିତ ଡିଲ୍ କରିବାର ସୁଯୋଗ ମିଳିପାରେ। ଶିକ୍ଷା ସମ୍ବନ୍ଧୀୟ ସବୁ ମାମଲା ସମାଧାନ ହୋଇଯିବ। ସ୍ବାସ୍ଥ୍ୟ ଦୃଷ୍ଟିରୁ ସୁସ୍ଥ ସବଳ ରହିବେ।
କୁମ୍ଭ:-ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
ମୀନ:-ସମାଜରେ ଆପଣଙ୍କୁ ଆଦର ସମ୍ମାନ ମିଳିପାରେ। କ୍ୟାରିୟରରେ ଉନ୍ନତିର ମାର୍ଗ ଖୋଲିବ। ଖରିଦବିକ୍ରି ପାଇଁ ଦିନଟି ଭଲ। ଛାତ୍ରଙ୍କୁ କୌଣସି ଭଲ ଖବର ପାଇବେ।!!ଜୟଜଗନ୍ନାଥ,ଜୟସେମନାଥ,ଜୟମାଯୋଗମାୟା!!

Leave A Reply

Your email address will not be published.