ଆଜିର ରାଶିଫଳ

0 163

୧୩-୮-୨୦୨୩(ରବିବାର) କର୍କଟ ଦି୨୮ନ, ଶ୍ରାବଣ ମଳକୃଷ୍ଣ ଦ୍ଵାଦଶୀ ଦ୬।୩୨ ଦିଘ୮।୮,ଆର୍ଦ୍ର ଦ୮।୪୪ ଦିଘ୯।୧,ମିଥୁନଚନ୍ଦ୍ର ଦ୫୮।୪୮ ନିଘ୫।୨।ଦିବା ଘ୮।୮ଗତେ ଦକ୍ଷିଣେଗତେ ଯାତ୍ରାଶୁଭ । ଅଦ୍ୟ ଦେବତାଗଠନ,ନୌକାଗଠନ ଓ ଚାଳନ, ବାଣିଜ୍ୟକରଣ, ହଳପ୍ରବାହ ଓ ବୀଜବପନ, ଔଷଧିକରଣ ଓ ଭକ୍ଷଣ, ନାମକରଣ । ମେଷରାଶିର ଘାତବାର । ଦିବା ଘ୧୦।୧୫ ଗତେ ଘ୧।୨୫ ମଧ୍ୟେ ବାର ଓ କାଳବେଳା । ରାତ୍ରି ଘ୧।୨୫ ଗତେ ଘ୨।୫୦ ମଧ୍ୟେ କାଳରାତ୍ରି ।ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ପୋଇ ଦିବା ଘ୮।୮ ଗତେ ବାଇଗଣ ଭକ୍ଷଣ ନିଷେଧ ।ଅମୃତ – ଦିବା ଘ୬।୧୮ ଗତେ ଘ୯।୩୦ ମଧ୍ୟେ ରାତ୍ରି ଘ୭।୪୮ ଗତେ ଘ୯।୨୪ ମଧ୍ୟେ (ମାହେନ୍ଦ୍ର) – ଦିବା ଘ୬।୧୮ ମଧ୍ୟେ ଘ୧୨।୪୨ ଗତେ ଘ୧।୩୦ ମଧ୍ୟେ ରାତ୍ରି ଘ୭।୦ ଗତେ ଘ୭।୪୮ ମଧ୍ୟେ ଘ୧୨।୩୬ ଗତେ ଘ୩।୪୮ ମଧ୍ୟେ ।
ମେଷ:-ବିଭିନ୍ନ ମାମଲାରେ ବ୍ୟସ୍ତ ରହିବେ। ବ୍ୟବସାୟରେ ବିପଦଜନକ ପଦକ୍ଷେପ ନିଅନ୍ତୁନାହିଁ। କର୍ମଜୀବୀମହିଳାଙ୍କର ପଦୋନ୍ନତି ହେବ। ହଜିଥିବା ବସ୍ତୁ ପାଇବେ।
ବୃଷ:-ଉନ୍ନତି ଲାଗି ନୂଆ ସୁଯୋଗ ଆସିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ। ଜୀବନସାଥୀଙ୍କ ଖୁସି ଲାଗି ଧ୍ୟାନ ଦେବାକୁ ହେବ। ଛାତ୍ରଙ୍କ ସମ୍ମୁଖରେ ସଂଶୟର ସ୍ଥିତି ରହିବ।
ମିଥୁନ:-ବ୍ୟବସାୟରେ ବଡ଼ ସଫଳତା ମିଳିପାରେ। କୌଣସି ସମାରୋହକୁ ଯିବା ପାଇଁ ଯୋଜନା କରିପାରନ୍ତି। ଚାକିରି ସଂପର୍କିତ କୌଣସି ଭଲ ଖବର ପାଇପାରନ୍ତି।
କର୍କଟ:-ବ୍ୟବସାୟରେ ଭଲ ଡିଲ୍ ହେବାର ସମ୍ଭାବନା ଅଛି। ବ୍ୟାଙ୍କରେ ଅର୍ଥ କାରବାର ସାବଧାନତାର ସହ କରିବା ଦରକାର। ଛାତ୍ରଙ୍କ ଲାଗି ଦିନଟି ଭଲ।
ସିଂହ:-ଆପଣଙ୍କର ଧ୍ୟାନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ। ବିବାହିତ କୌଣସି ଧାର୍ମିକ ସ୍ଥାନକୁ ଯିବାର ଯୋଜନା କରିପାରନ୍ତି। ବ୍ୟବସାୟରେ ତ୍ବରିତ ନିଷ୍ପତ୍ତି ଲାଭପ୍ରଦ ହେବ।
କନ୍ୟା:-ଆତ୍ମବିଶ୍ବାସ ସହିତ କାମ କରନ୍ତୁ, ସଫଳତା ନିଶ୍ଚୟ ପାଇବେ। ବ୍ୟାଙ୍କ ବାଲାନ୍ସବ ବୃଦ୍ଧି ହେବ। ଛାତ୍ର ନିଜର ମୁରବିଙ୍କ ଠାରୁ ମାର୍ଗଦର୍ଶନ ନିଅନ୍ତୁ।
ତୁଳା:-ପୂର୍ବ କଥା ମନେ ପଡ଼ିବା ଯୋଗୁଁ ମନ ପ୍ରଫୁଲ୍ଲିତ ହୋଇଯିବ। ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରିପାରନ୍ତି। ଦାମ୍ପତ୍ୟ ଜୀବନରେ ତାଳମେଳ ରହିବ।
ବିଛା:-ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ। ଆପଣଙ୍କର ଅଧୁରା କାମରେ କେହି ସାହାଯ୍ୟ କରିବେ। କର୍ତ୍ତୃପକ୍ଷଙ୍କ ଠାରୁ ଆପଣଙ୍କୁ ଉପହାର ମିଳିପାରେ।
ଧନୁ:-କାରବାରରେ ପରିବର୍ତ୍ତନ କରି ସଫଳତା ପାଇବେ। ଘରକୁ କୌଣସି ବନ୍ଧୁ ଆସିବା ହେତୁ ମନ ପ୍ରସନ୍ନ ରହିବ। ଅଫିସରେ ନୂଆ ପ୍ରକଳ୍ପରେ କାମ କରିପାରନ୍ତି।
ମକର:-କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ। ବନ୍ଧୁଙ୍କ ସହଯୋଗ ଓ ସାହାଯ୍ୟ ପାଇବେ। ବ୍ୟବସାୟରେ ଭଲ ଲାଭ ହେବ। ସନ୍ଧ୍ୟା ସମୟ ଆନନ୍ଦଭରା ରହିବ।
କୁମ୍ଭ:-ମସ୍ତିଷ୍କରେ ଘୂରିବୁଲୁଥିବା ନକାରାତ୍ମକ ଚିନ୍ତା ସମାପ୍ତ ହୋଇଯିବ। ବ୍ୟବସାୟରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଚାକିରୀଜୀବୀଙ୍କୁ ଭଲ ସୁଯୋଗ ମିଳିପାରେ।
ମୀନ:-ବିପରୀତ ପରିସ୍ଥିତି ଆପଣଙ୍କୁ ବିଚଳିତ କରିପାରିବ ନାହିଁ। କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ପାଇବେ। ବାହନ କିଣିବା ଲାଗି ଦିନଟି ଶୁଭ।ଆଜିର ଦିନଟି ମଙ୍ଗଳମୟ ହେଉ!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!! 

 

Leave A Reply

Your email address will not be published.