ଆଜିର ରାଶିଫଳ

0 208

ଅକ୍ଟୋବରମାସ ୩୦ତାରିଖ ୨୦୨୩ ମସିହା (ସୋମବାର)କାର୍ତ୍ତିକମାସ- କୃଷ୍ଣପକ୍ଷ,ତିଥି- ଦ୍ଵିତୀୟା ରାତ୍ରି ଘ୧୦/୧୧ ପର୍ଯ୍ୟନ୍ତ ତଦନ୍ତେ ତୃତୀୟା
ନକ୍ଷତ୍ର- କୃତ୍ତିକା ଦିବା ଘ୦୪/୨୩ ପର୍ଯ୍ୟନ୍ତ ତଦନ୍ତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୫୧/ ୩୯, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୧/୩୦ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମିଥୁନରାଶିର ଘାତବାର, ବିଛାରାଶିର ଘାତଚନ୍ଦ୍ର,କାଳବେଳା -ଦିବା ଘ୦୨/୧୯ ଗତେ ଘ୦୩/୪୫ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବା ଘ୦୭/୧୬ ମଧ୍ୟେ ଓ ଘ୦୯/୦୧ ଗତେ ଘ୧୧/୨୭ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତି,ବୋଇତିକଖାରୁ ଭକ୍ଷଣ ନିଷେଧ।
ମେଷ:-ଆଜି କୋର୍ଟକଚେରୀ ବିଷୟରେ ନପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ।
ବୃଷ:-ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳପାଇବେ ।
ମିଥୁନ:-ଆଜିରଦିନ ଲାଭଦାୟୀ ଅଟେ।ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିରମାର୍ଗ ଖୋଲିବ।ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନାଅଛି।ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭହେବ।ମଧ୍ୟାହ୍ନପରେ ମିତ୍ରମାନଙ୍କଠାରୁ ସାହାଯ୍ୟ ମିଳିପାରେ।କୌଣସି ସାମାଜିକକାର୍ଯ୍ୟରେ ଯୋଗ ଦେବାକୁବାକୁ ପଡ଼ିପାରେ।
କର୍କଟ:-ଆଜି ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବା ଉଚିତ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ।
ସିଂହ:-ଆଜି କ୍ରୋଧ ଏବଂ ବାଣୀଉପରେ ନିୟନ୍ତ୍ରଣ ରଖନ୍ତୁ।ସ୍ଵାସ୍ଥ୍ୟର ଧ୍ୟାନରଖିବେ।ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେରୁହନ୍ତୁ।ପରିଜନମାନଙ୍କ ସହିତ କଳହରପ୍ରସଂଗ ବନିପାରେ।ଈଷ୍ଟଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ।ଉଚ୍ଚ ଅଧିକାରୀମାନଙ୍କସହିତ ବାଦବିବାଦରେ ପଡ଼ନ୍ତୁନାହିଁ।
କନ୍ୟା:-ଆଜି ଆକସ୍ମିକ ଆର୍ଥଖର୍ଚ୍ଚ ହୋଇପାରେ।ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ।
ତୁଳା:-ଆଜି ଆତ୍ମବିଶ୍ଵାସସହିତ ପ୍ରତ୍ୟେକକାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତକରିବେ।ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତିରହିବ।ଶାରୀରିକ ସ୍ଵାସ୍ଥ୍ୟ ଭଲରହିବ।ସ୍ଵଭାବରେ ଉଗ୍ରତାରହିବ, ସେଥିପାଇଁ ବାଣୀଉପରେ ନିୟନ୍ତ୍ରଣରଖିବେ।ମିତ୍ର ଏବଂ ସ୍ନେହୀ ଜନମାନଙ୍କସହିତ ଯାତ୍ରା କିମ୍ବା ପର୍ଯ୍ୟଟନରଯୋଗ ଅଛି।
ବିଚ୍ଛା:-ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।
ଧନୁ:-ଆଜି ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ଆବଶ୍ୟକ। ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ।
ମକର:-ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତ କରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।
କୁମ୍ଭ:-ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ।
ମୀନ:-ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ!!ଜୟ ଜଗନ୍ନାଥ, ଜୟସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.