ମଇମାସ ୨୮ତାରିଖ ୨୦୨୫ମସିହା (ବୁଧବାର) ଜ୍ୟେଷ୍ଠମାସ- ଶୁକ୍ଳପକ୍ଷ,ତିଥି- ଦ୍ଵିତୀୟା ରାତ୍ରି ଘ୦୧/୫୨ ଗତେ ତୃତୀୟା,ନକ୍ଷତ୍ର- ମୃଗଶିରା ଦିବା ଘ୦୧/୦୨ଗତେ ଆର୍ଦ୍ରା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୦୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୭/ ୦୦,ଯୋଗିନୀ ଉତ୍ତରେ ରାତ୍ରି ଘ୦୧/୫୨ ଗତେ ଅଗ୍ନିକୋଣେ,କନ୍ୟାରାଶିର ଘାତଚନ୍ଦ୍ର,କର୍କଟରାଶିର ଘାତବାର,ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, କାଳବେଳା -ଦିବା ଘ୦୮/୨୫ ଗତେ ଘ୧୧/୦୩ ମଧ୍ୟେ,ବାରବେଳା- ଦିବା ଘ୧୧/୪୦ ଗତେ ଘ୦୧/୧୭ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୬ ଗତେ ଘ୦୮/୨୪ ମଧ୍ୟେ ଓ ଘ୦୧/୦୫ ଗତେ ଘ୦୫/୧୮ ମଧ୍ୟେ ରାତ୍ରି ଘ୦୯/୫୬ ଗତେ ଘ୧୨/୦୯ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତି,ଅଦ୍ୟ ବୋଇତୀ କଖାରୁ ଭକ୍ଷଣ ନିଷେଧ।
ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
ମିଥୁନ-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ ।ପାରିବାରିକ ଶାନ୍ତି ମିଳିବ ।କର୍ମକ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
କର୍କଟ–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ସିଂହ– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
କନ୍ୟା– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
ତୁଳା–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।
ବିଛା–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
ଧନୁ– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ମକର– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।
କୁମ୍ଭ–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।
ମୀନ–ଆଜି ଦେହମନ ଭଲ ରହିବ,ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ ।କର୍ମକ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତବଢିବ ।ମହିଳାମାନେ ନିଜକୁ ଗୃହକାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ର ଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Prev Post
Next Post