ଆଖଣ୍ଡଳମଣିଙ୍କ ମନ୍ଦିର ୩ ଦିନ ପାଇଁ ବନ୍ଦ

0 203

ଭଦ୍ରକ, ୩୦/୧୨(ଏସଏସନିୟୁଜ) ଭଦ୍ରକର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ୩ ଦିନ ପାଇଁ ଶ୍ରଦ୍ଧାଳୁଙ୍କ ନିମନ୍ତେ ବନ୍ଦ ରହିବ ବୋଲି ଟ୍ରଷ୍ଟବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଏହାସହ ମନ୍ଦିର ଓ ପୀଠ ପରିସରରେ ଏହି ୩ ଦିନ ପାଇଁ ୧୪୪ ଧାରା ଜାରି କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଯାହାଫଳରେ ୩୧ ତାରିଖ ସକାଳ ୬ଟାରୁ ଜାନୁଆରୀ ୨ ରାତି ୮ଟା ପର‌୍ୟ୍ୟନ୍ତ ଶ୍ରଦ୍ଧାଳୁମାନେ ବାବାଙ୍କୁ ଦର୍ଶନ କରିବାରୁ ବଞ୍ଚିତ ହେବେ ।

Leave A Reply

Your email address will not be published.