ଆଜି କୋଣାର୍କଉତ୍ସବ

0 208

କୋଣାର୍କ, ୧/୧୨(ଏସଏସନିୟୁଜ)୩୨ତମ କୋଣାର୍କ ଉତ୍ସବ ଆଜିଠୁ ଆରମ୍ଭ ହୋଇଛି । କୋଭିଡ ଗାଇଡଲାଇନ ଅନୁଯାୟୀ କୋଣାର୍କ ଉତ୍ସବ ପାଳନ କରାଯିବ। ମୁକ୍ତାକାଶ ରଂଗମଂଚ ଭିତରକୁ ଦୈନିକ ୬୦୦ ଦର୍ଶକଙ୍କୁ ଅନୁମତି ମିଳିବ । ବେଳାଭୂମିରେ ୩୦ଷ୍ଟଲରେ ବିଭିନ୍ନ ରାଜ୍ୟରୁ ୬୦ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିବେ । ପ୍ରତି ସନ୍ଧ୍ୟା ୬ଟାରୁ ରାତି ୮ଟା ୩୦ ପର୍ଯ୍ୟନ୍ତ ରଙ୍ଗମଞ୍ଚଳରେ ବିଭିନ୍ନ ନୃତ୍ୟ ପ୍ରଦର୍ଶିତ ହେବ । ସକାଳ ୯ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚନ୍ଦ୍ରଭାଗା ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନୀ ଖୋଲାରହିବ ବୋଲି ଜଣାପଡିଛି ।

Leave A Reply

Your email address will not be published.