ଆମ୍ବୁଲାନ୍ସ ଧକ୍କାରେ ୧୬ ଆହତ

0 79

ଭୁବନେଶ୍ୱର,୧୯।୧୦(ଏସଏସନିଉଜ) ବସ୍-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କାହେବାରୁ ୧୬ ଜଣ ଆହତ ହୋଇଛନ୍ତି । ଭଦ୍ରକ ଜିଲ୍ଲା ଅରଞ୍ଜି ଛକ ଠାରେ ଏହିଭଳି ଦୁର୍ଘଟଣା ଘଟିଛି ।ଦୁର୍ଘଟଣା ପରେ ଭାରସାମ୍ୟ ହରାଇ ବସ୍ ଓଲଟି ପଡିବାଯୋଗୁ ବହୁ ଯାତ୍ରୀ ଆହତ ହୋଇ ଚିକିତ୍ସା ପାଇଁ
ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛିି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବସ୍‌ ଓ ଆମ୍ବୁଲାନ୍ସ ପରସ୍ପର ଧକ୍କା ହେବାରୁ ଉଭୟ ଗାଡି ରାସ୍ତା ତଳକୁ ଖସି ପଡିଛି ।

Leave A Reply

Your email address will not be published.