ଧରାପଡିଲେ ତହସିଲଦାର

କରଞ୍ଜିଆ,୮/୭(ଏସ ଏସ ନିଉଜ)ଭିଜିଲାନ୍ସ ଜାଲରେ ପଡିଲେ ରରୁଆଁ ତହସିଲଦାର । ରରୁଆଁ ତହସିଲଦାର ସତ୍ୟସୁନ୍ଦର ରାଉତ ଧରା ପଡ଼ିଲେ ।୧୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ ।ଜମି କିସମ ପରିବର୍ତ୍ତନ ପାଇଁ ଲାଞ୍ଚ ନେଲା ବେଳେ ଧରାପଡ଼ିଛନ୍ତି ।

Comments (0)
Add Comment