ଭୁବନେଶ୍ଵର,୨୧।୫(ଏସଏସ ନିୟୂଜ୍)ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ।ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରହିଲା।ଜୁନ୍ ୨୩ ତାରିଖରେ ଉପନିର୍ବାଚନ ନେଇ ଆଜି ଘୋଷଣା ହୋଇଥିଲା।୧୧୩୧ଟି ଖାଲି ପଦ ପାଇଁ ହୋଇଥାଆନ୍ତା ଉପନିର୍ବାଚନ।
ମୌସୁମୀ ଶେଷ ହେଲେ ପୁଣି ଥରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସୂଚନା ଦେଲେ ନିର୍ବାଚନ କମିଶନଙ୍କ ସଚିବ।