୧୦ଯାଏଁ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୬/୫(ଏସଏସନିୟୁଜ) ଆସନ୍ତା ୪ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା ଥିବାର ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି । ୪ଦିନ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ଆସିପାରେ। କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତାକାଲି ପାଇଁ ୧୪ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିାବବେଳେ ୧୦ ତାରିଖ ସୋମବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଥିବାର ଜଣାପଡିଛି

Comments (0)
Add Comment