୧୨ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର,୨୧।୩(ଏସଏସ ନିଉଜ)ଘଡ଼ଘଡ଼ି, ବର୍ଷା, ପବନ ନେଇ କଟକ, ଭୁବନେଶ୍ୱରକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଜି ସଂଧ୍ୟା ପର୍ଯ୍ୟନ୍ତ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ।ଟୁଇନ୍ ସିଟି ସହ ୧୨ଟି ଜିଲ୍ଲାକୁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି। ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ଗଂଜାମ, ମୟୂରଭଂଜ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, ଖୋର୍ଦ୍ଧା, କଟକ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Comments (0)
Add Comment