Browsing daily archive

January 25, 2021

ହଟିଲା ବଡ଼ଦାଣ୍ଡରୁ ବ୍ୟାରିକେଡ୍,ଆଉ ଦର୍ଶନ ପାଇ ଲମ୍ବା ଲାଇନ ଦରକାର ନାହି

ପୁରୀ,୨୫/୧(ଏସଏସନିୟୁଜ) ବଡ଼ଦାଣ୍ଡରୁ ହଟିଲା ବ୍ୟାରିକେଡ୍। ମହାପ୍ରଭୁଙ୍କ ଦର୍ଶନରେ ଧାଡ଼ି ବ୍ୟବସ୍ଥା କୋହଳ ହୋଇଛି। ଜଗନ୍ନାଥ ବଲ୍ଲଭରୁ ମରିଚିକୋଟ ଯାଏ ବ୍ୟାରିକେଡ ହଟାଯାଇଛି । ଏହାଦ୍ୱାରା ଶ୍ରୀମନ୍ଦିରକୁ ଯିବା ପାଇଁ ଆଉ ଶ୍ରଦ୍ଧାଳୁଙ୍କୁ ଲମ୍ବା ଲାଇନରେ ଛିଡ଼ା ହେବାକୁ ପଡ଼ିବ ନାହିଁ କି ଅପେକ୍ଷା କରିବାକୁ ପଡ଼ିବ ନାହିଁ । ଦର୍ଶନ ବ୍ୟବସ୍ଥାକୁ ଅଧିକ ସହଜ କରିବାକୁ ଏହି ବ୍ୟାରିକେଡ୍ ହଟାଯାଇଛି । ବ୍ୟାରିକେଡ୍ ଖୋଲିବା ପରେ କେବଳ ଦର୍ଶନ ବ୍ୟବସ୍ଥା ସହଜ ହୋଇଛି , ତାହା ନୁହେଁ […]