ଡେଲାଙ୍ଗ ପାଇଁ ୨୬ କୋଟି ୪୨ ଲକ୍ଷ
ଡେଲାଙ୍ଗ,୨୩/୨(ଏସଏସନିୟୁଜ) ଡେଲାଙ୍ଗ ବ୍ଳକର ଉନ୍ନତି ପାଇଁ ଆଜି ଭିଡିଓ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୬ କୋଟି ୪୨ ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।ଏହି ଅବସରରେ ଡେଲାଙ୍ଗ ଷ୍ଟେସନସ୍ଥିତ ରେଞ୍ଚ ରେଳୱେ ପଡିଆରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କ୍ରୀଡା ଯୁବର ବ୍ୟପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଡେଲାଙ୍ଗ-ପିପିଲି ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ପ୍ରତାପ କେଶରୀ ଦେବଙ୍କ ସହିତ ଜିଲ୍ଲା ପ୍ରଶାସନର ଅଧିକାରୀମାନେ […]