ଆଜିର ରାଶିଫଳ
ଫେବୃଆରୀ ୦୫ ତାରିଖ ୨୦୨୧ ମସିହା(ଶୁକ୍ରବାର)ମାଘମାସ-କୃଷ୍ଣପକ୍ଷ,ତିଥି-ଅଷ୍ଟମୀ, ବିଛା,ଧନୁ ଓ ମୀନ ରାଶିର ଘାତବାର,ନବମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ନଡିଆ, ଲାଉ ଭକ୍ଷଣ ନିଷେଧ । ମେଷ:-ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ:-ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ […]