ଆଜିଠାରୁ ରାଜଧାନୀରେ କରୋନା କଟକଣା କଡ଼ାକଡ଼ି
ଭୁବନେଶ୍ୱର,୨୨/୨(ଏସ ଏସ ନିୟୁଜ) ପୁଣି ବୃଦ୍ଧି ପାଉଛି କରୋନାର ପ୍ରକୋପ। ଚିନ୍ତା ବଢାଉଛି ବିଦେଶୀ ଷ୍ଟ୍ରେନ୍। ତେଣୁ ରାଜ୍ୟ ସରକାର ନିୟମକୁ ପୁଣି କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱରରେ ଗତ କିଛି ଦିନ ବେହ ସଂକ୍ରମିତଙ୍କ ସଂଖ୍ୟା କମ୍ ଥିବା ବେଳେ ଏବେ ପୁଣି ସଂକ୍ରମଣ ଭୟ ଘାରିଛି। ଏହାକୁ ନିୟନ୍ତ୍ରଣ କରିବାକୁ ପୂର୍ବ ପ୍ରସ୍ତୁତି ଆରମ୍ଭ କିରଛି ବିଏମ୍ସି। ରବିବାର ବିଏମ୍ସି ପକ୍ଷରୁ ସ୍ୱତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରାଯାଇଛି, ଯାହା ସୋମବାରଠାରୁ କଡ଼ାକଡ଼ି ଭାବେ […]