ଆଲୋଚନା କଲେ ରାଜନାଥ ସିଂହ ଓ ଆମେରିକା ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ,୨୦/୩(ସତ୍ୟସନ୍ଧାନ ଡେସ୍କ) ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲିୟୋଡ ଅଷ୍ଟିନଙ୍କ ମଧ୍ୟରେ ଶନିବାର ଦ୍ୱିପାକ୍ଷିକ ରଣନୀତିକ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି । ଭାରତ-ପ୍ରଶାନ୍ତ ମହାସାଗର କ୍ଷେତ୍ରରେ ବିକାଶ ଓ ଆତଙ୍କବାଦ ସମସ୍ୟା ଉପରେ ଆଲୋଚନା ହୋଇଛି । ତ୍ରିରାଷ୍ଟ୍ରୀୟ ଗସ୍ତରେ ଥିବା ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଶେଷ ଦେଶ ଭାବେ ଭାରତରେ ପହଞ୍ଚିଛନ୍ତି । ଆମେରିକା ପ୍ରତିରକ୍ଷା ମନ୍ତ୍ରୀଙ୍କ ଏହି ଗସ୍ତ ବାଇଡେନ୍ ପ୍ରଶାସନ ସହ ସହଯୋଗୀ ଦେଶର ସମ୍ପର୍କକୁ […]