ଜାରି ହେଲା ନୂଆ ଗାଇଡ୍ଲାଇନ୍କ
ଭୁବନେଶ୍ବର,୨୩/୩(ଏସଏସନିୟୁଜ) କରୋନା ପାଇଁ ନୂଆ ଗାଇଡ୍ଲାଇନ୍ ଜାରି କଲେ ରାଜ୍ୟ ସରକାର। ବାହାଘର ଭଳି ଉତ୍ସବରେ ଲୋକସଂଖ୍ୟା କମାଇବାକୁ ନିର୍ଦ୍ଦେଶ। ପୂର୍ବରୁ ସର୍ବାଧିକ ସଂଖ୍ୟା ୫୦୦ ଥିଲା। ଏହାକୁ କମାଇ ୨୦୦କୁ ହ୍ରାସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦଶାହ ଓ ଶୁଦ୍ଧିକାର୍ଯ୍ୟରେ ଏଣିକି ୫୦୦ ବଦଳରେ ୫୦ ଜଣଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ବାହାଘର ଓ ଶୁଦ୍ଧିକାର୍ଯ୍ୟରେ ମାସ୍କ ପରିଧାନ କଡ଼ାକଡ଼ି କରାଯିବ। ଅତିଥି ମାସ୍କ ପରିଧାନ କରିଛନ୍ତି କି ନାହିଁ ପ୍ରବେଶ ପଥରେ ଯାଞ୍ଚ […]