କୋଭିଡ଼୍ ଯୋଗୁ ବନ୍ଦ ହେଲା ଲିଙ୍ଗରାଜ ମହୋତ୍ସବ
ଭୁବନେଶ୍ୱର,୧୮/୪ (ଏସ ଏସ ନିୟୁଜ)ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଲିଙ୍ଗରାଜ ଭଜନ ମଣ୍ଡପରେ ଲିଙ୍ଗରାଜ ମହୋତ୍ସବ ଚଳିତ ବର୍ଷ କୋଭିଡ଼୍ ଯୋଗୁ ବନ୍ଦ କରି ଦିଆଯାଇଛି। ଦିର୍ଘ ବର୍ଷ ହେଲା ୬ଦିନ ଧରି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବେଳେ ହୋଇ ଆସୁଥିଲା। ଅନୁଷ୍ଠାନର ସଭାପତି ବିଧାୟକ ସୁରେଶ କୁମାର ରାଉତରାୟଙ୍କ ଅଧ୍ୟକ୍ଷତା ଓ ସମ୍ପାଦକ ସନତ ମିଶ୍ରଙ୍କ ସଂଯୋଜନାରେ ଠାକୁରଙ୍କ ସମ୍ମୁଖରେ କଳାକାର ନୃତ୍ୟ ପରିବେଷଣ କରୁଥିଲେ।। ଇଜେଡ୍ସିସି, ଓଡ଼ିଶା ସଂସ୍କୃତ ବିଭାଗ ସହଯୋଗରେ ରାଜ୍ୟ ତଥା […]