ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର, ୨୧/୪(ଏସଏସନିୟୁଜ) ରାଜ୍ୟ ସରକାର ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି ।ତିନି ବରିଷ୍ଠ ଓଏଏସ୍ ଅତିରିକ୍ତ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି । ସେହିପରି ୧୧ ପ୍ରଶାସନିକ ଅଧିକାରୀ( ଓଏଏସ୍)ଙ୍କ ସ୍ତରରେ ଅଦଳବଦଳ ହୋଇଛି । ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅତିରିକ୍ତ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଥିବା ତିନି ବରିଷ୍ଠ ଓଏଏସ୍ମାନେ ହେଉଛନ୍ତି କବିନ୍ଦ୍ର କୁମାର ସାହୁ, ଆରାଧନା ଦାସ ଓ ବିଧୂଭୂଷଣ ମିଶ୍ର […]