Browsing monthly archive

April 2021

ଆଜିର ରାଶିଫଳ

ଏପ୍ରିଲ ମାସ ୦୧ ତାରିଖ ୨୦୨୧ ମସିହା(ଗୁରୁବାର)ଚୈତ୍ର ମାସ-କୃଷ୍ଣପକ୍ଷ,ତିଥି-ଚତୁର୍ଥୀ,ନକ୍ଷତ୍ର-ବିଶାଖା,ତୁଳା ଓ କୁମ୍ଭ ରାଶିର ଘାତବାର,ଚତୁର୍ଥୀ ର ଏକୋଦିଷ୍ଟ ଓ ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୂଳା ବେଲ ଭକ୍ଷଣ ନିଷେଧ।  ମେଷ-ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ। ବୃଷ-ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ […]