ଆଜିର ରାଶିଫଳ
ମଇ ମାସ ୦୯ ତାରିଖ ୨୦୨୧ ମସିହା(ରବିବାର)ବୈଶାଖ ମାସ-କୃଷ୍ଣପକ୍ଷ,ତିଥି-ତ୍ରୟୋଦଶୀ ,ମେଷ ରାଶିର ଘାତଚନ୍ଦ୍ର,ମେଷ ରାଶିର ଘାତବାର,ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବାଇଗଣ, ବିରି ଭକ୍ଷଣ ନିଷେଧ । ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି […]