ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ,କ୍ଷୟକ୍ଷତି ପରିମାଣ ୬୧୦ କୋଟି
ଭୁବନେଶ୍ୱର.୨/୬(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ୟ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକୁମେଣ୍ଟେସନ୍ କରିବା ପାଇଁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ବିଭିନ୍ନ ସଂପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପଦର୍ଶନ କରି ଲୋକଙ୍କ ଜୀବନ […]