ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର – ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୪/୬(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି ସମେତ ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ବ୍ରହ୍ମପୁର ସିଟି ହସ୍ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍ରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍ରେ ନୂତନ ଗୋଷ୍ଠୀ […]