ଆଜିର ରାଶିଫଳ
ଜୁନ ମାସ ୨୮ ତାରିଖ ୨୦୨୧ ମସିହା(ସୋମବାର)ଆଷାଢ଼ମାସ-କୃଷ୍ଣପକ୍ଷ,ତିଥି-ଚତୁର୍ଥୀ, ସିଂହ ରାଶିର ଘାତଚନ୍ଦ୍,ମିଥୁନ ରାଶିର ଘାତବାର,ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ମୂଳା,ବେଲ ଭକ୍ଷଣ ନିଷେଧ । ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ […]