ଆଜିର ରାଶିଫଳ
ଜୁନ ମାସ ୨୩ ତାରିଖ ୨୦୨୧ ମସିହା(ବୁଧବାର)ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,ତିଥି-ତ୍ରୟୋଦଶୀ ଚତୁର୍ଦ୍ଦଶୀ,କର୍କଟ ରାଶିର ଘାତବାର,ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବାଇଗଣ,ବିରି ଭକ୍ଷଣ ନିଷେଧ । ମେଷ:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। ବୃଷ:-ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ […]