ରଜ ଉପଲକ୍ଷେ ବିଶେଷ ଉପସ୍ଥାପନା
ବରଷକେ ଥରେ ଆସିଛି ରଜ-ଆଜି ସଜବାଜ -’ବନସ୍ତେ ଡାକିଲା ଗଜ , ବରଷକେ ଥରେ ଆସିଛି ରଜ ଆସିଛି ରଜ ଲୋ ଘେନି ନୂଆ ସଜବାଜ’ ଭାବର ଆଦାନ ପ୍ରଦାନର ପର୍ବ ରଜ। ମିଳନର ପର୍ବ ରଜ। ଓଡ଼ିଶାବାସୀଙ୍କ କୃଷିଭିତ୍ତିକ ପର୍ବ ରଜ। ଆଷାଢର ଆରମ୍ଭରେ ରଜ ଆସେ। ଏହାର ପୂର୍ବଦିନ ସଜବାଜ ଏବଂ ଶେଷଦିନ ବସୁମତି ସ୍ନାନକୁ ମିଶାଇ ଏହା ପାଞ୍ଚଦିନ ଧରି ପାଳନ କରାଯାଏ। ରଜର ମୁଖ୍ୟ ତିନିଦିନ ହେଲା :- ପହିଲି […]