ଯେତିକି ପାସ୍ , ସେତିକି ନାହିଁ ସିଟ୍
୧-ରାଜ୍ୟ ପୋଲିସରେ ୩୯ କ୍ରୀଡ଼ାବିତଙ୍କୁ ମିଳିଲା ଚାକିରି, E-FIR ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ୨-ଟିକାକରଣ କାର୍ଯ୍ୟକ୍ରମର ପ୍ରଗତି ସଂପର୍କରେ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ଅନୁଷ୍ଠିତ । ଟୀକାକରଣ ମାତ୍ରାକୁ ଜାରି ରଖିବା ଗୁରୁତ୍ୱପୂର୍ଣ୍ଣ ବୋଲି ଗୁରୁତ୍ୱ ଆରୋପ କଲେ ଶ୍ରୀ ମୋଦୀ । ୩-ଏଣିକି ଯେଉଁ ଛାତ୍ର-ଛାତ୍ରୀ ରେଜଲ୍ଟକୁ ଚ୍ୟାଲେଞ୍ଜ୍ କରିବେ, ସବୁ ବିଷୟରେ ଦେବାକୁ ପଡିବ ପରୀକ୍ଷା, ସର୍ତ୍ତାବଳୀ ଲାଗୁ କଲେ ବୋର୍ଡ । ସେପଟେ ଚିନ୍ତାରେ ମାଟ୍ରିକ୍ ଛାତ୍ରଛାତ୍ରୀ ! ଯେତିକି […]