ଜୁଲାଇ ୨୬ରୁ ପାଠପଢା
ଭୁବନେଶ୍ୱର,୧୭/୭(ଏସ ଏସ ନିୟୁଜ)ରାଜ୍ୟରେ ଚଳିତ ଜୁଲାଇ ମାସ ୩୦ ତାରିଖରୁ ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ଅଫଲାଇନ୍ରେ ମେଟ୍ରିକ ପରୀକ୍ଷା ହେବ। ଜିଲ୍ଲା ଏବଂ ବ୍ଲକ୍ ମୁଖ୍ୟାଳୟରେ ପରୀକ୍ଷା କେନ୍ଦ୍ର ରହିବ। ଛାତ୍ରଛାତ୍ରୀମାନଙ୍କ ମାସ୍କ ପରିଧାନ ବାଧ୍ୟତାମୂଳକ ହେବ ଏବଂ ସେମାନଙ୍କ ଥର୍ମାଲ୍ ସ୍କାନିଂ କରାଯିବ। କୋଭିଡ୍ ନିର୍ଦ୍ଦେଶାବଳୀ ପାଳନ ସହ ମେଟ୍ରିକ ପରୀକ୍ଷା ପରିଚାଳନା କରାଯିବ। ପରୀକ୍ଷା ଦାୟିତ୍ୱରେ ଥିବା ସମସ୍ତଙ୍କ କୋଭିଡ୍ ପରୀକ୍ଷଣ କରାଯିବ। ଚଳିତ ଜୁଲାଇ ୨୬ ତାରିଖରୁ ଦଶମ ଏବଂ ଦ୍ୱାଦଶ […]