ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ଜରୁରୀ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩/୭(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ […]