ଆଜିଠୁ ୨ ଦିନ ଅତିପ୍ରବଳ ବର୍ଷା
ଭୁବନେଶ୍ୱର,୨୩/୭(ଏସଏସନିୟୁଜ)ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଶୁକ୍ରବାର ଓଡ଼ିଶା ଉପକୂଳରେ ଏହି ଲଘୁଚାପର ପ୍ରଭାବ ଅନୁଭୂତ ହେବାର ସମ୍ଭାବନା ଥିବା ବେଳେ ଶନିବାର ଅପରାହ୍ନ ସୁଦ୍ଧା ଏହା ଉତ୍ତର ଆଡକୁ ମୁହାଁଇ ବିହାର ଅଭିମୁଖେ ଯିବ ବୋଲି କୁହାଯାଇଛି ।ଏହାର ପ୍ରଭାବରେ ଆସନ୍ତା ୨ ଦିନ ଯାଏ ରାଜ୍ୟର କିଛି ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାସହ ଜୁଲାଇ ୨୭ […]