ଆଜିର ରାଶିଫଳ
ଜୁଲାଇ ମାସ ୧୧ ତାରିଖ ୨୦୨୧ ମସିହା(ରବିବାର)ଆଷାଢ଼ମାସ-ଶୁକ୍ଳପକ୍ଷ,ତିଥି-ପ୍ରତିପଦ ,ନକ୍ଷତ୍ର- ପୂଷ୍ୟା,ମେଷ ରାଶିର ଘାତବାର,ଵିତୀୟା ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ବୋଇତୀକଖାରୁ ଭକ୍ଷଣ ନିଷେଧ । ମେଷ:-ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ:-ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ […]