୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର ସହାୟତା
ଭୁବନେଶ୍ୱର, ୫/୮(ଏସଏସନିୟୁଜ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍ଧ ଚାଷୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍ଧ ଚାଷୀ ୬୦୦୦ ଟଙ୍କା ପର୍ୟ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। ସୂଚନାଯୋଗ୍ୟ ଯେ ଓମ୍ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି […]