ଆଜିର ରାଶିଫଳ
ଅଗଷ୍ଟ ମାସ ୨୬ ତାରିଖ ୨୦୨୧ ମସିହା(ଗୁରୁବାର)ଭାଦ୍ରମାସ-କୃଷ୍ଣପକ୍ଷ,ତିଥି-ଚତୁର୍ଥୀ ,ନକ୍ଷତ୍ର- ରେବତୀ ,ଧନୁ ରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭ ରାଶିର ଘାତବାର,ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ମୂଳା ବେଲ ଭକ୍ଷଣ ନିଷେଧ। ମେଷ – ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ କୌଣସି ଦୃଢ ପଦକ୍ଷେପ ନେଲେ ଝମେଲା ଅଧିକ ବଢିଯାଇପାରେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ । • […]