କାଲିଠାରୁ ଖୋଲିବ ଶ୍ରୀମନ୍ଦିର, ଜାରିହେଲା ଏସଓପି
ପୁରୀ,୧୧/୮(ଏସଏସନିୟୁଜ)ଆସନ୍ତାକାଲିଠାରୁ ଖୋଲିବ ପୁରୀ ଶ୍ରୀମନ୍ଦିର ।ଏଥିନିମନ୍ତେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର ଏନେଇ ଏସଓପି ଜାରି କରିଛନ୍ତି।ଏହିଆଧାରରେ କାଲିଠାରୁ ଦୁଇଦିନ ପର୍ଯ୍ୟନ୍ତତ ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ୟ୍ୟନ୍ତ ସେବାୟତ ପରିବାରମାନେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ । ଆସନ୍ତା ୧୬ରୁ ୨୦ ତାରିଖ ମଧ୍ୟରେ ପୁରୀ ସହରବାସୀଙ୍କୁ ଦର୍ଶନ ପାଇଁ ଅନୁମତି ଦିଆଯାଇଛି । ସେହିପରି ୨୩ରୁ ସର୍ବସାଧାରଣ ଦର୍ଶନ କରିପାରିବେ ।ତେବେ କୋଭିଡ୍-୧୯କୁ ଦୃଷ୍ଟିରେ ରଖି ଶନିବାର ଓ ରବିବାର ମନ୍ଦିର ପରିସରକୁ […]