Browsing monthly archive

August 2021

ଆଜିର ରାଶିଫଳ

ଅଗଷ୍ଟ ମାସ ୩୧ ତାରିଖ ୨୦୨୧ ମସିହା(ମଙ୍ଗଳବାର)ଭାଦ୍ରମାସ-କୃଷ୍ଣପକ୍ଷ,ତିଥି-ନବମୀ, ବିଛା ରାଶିର ଘାତଚନ୍ଦ୍ର,ମକର ରାଶିରଘାତବାର,ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଲାଉ,କଳମ ଶାଗ ଭକ୍ଷଣ ନିଷେଧ । ମେଷ :-ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ବୃଷ:-ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ […]

ଆଜିର ଅନୁଚିନ୍ତା

⚜ ବେଶି ଧନ ହେଲେ ଧନୀ ସିନା ହେବ ଚୋରକୁ ସର୍ବଦା ଭୟ, ଯାଇ ପାରିବୁନି ଘରକୁ ଛାଡ଼ି ତୁ ଡାକିଲେ ବି ସମ୍ପର୍କୀୟ। ⚜ଖୁସି ଅଳ୍ପ ସମୟ ପାଇଁ ଧୈର୍ଯ୍ୟ ଦେଇ ଥାଏ କିନ୍ତୁ ଧୈର୍ଯ୍ୟ ସବୁଦିନ ପାଇଁ ଖୁସି ଦେଇ ଥାଏ ଏଥିପାଇଁ ଯେତେବେଳେ ବି ଆପଣଙ୍କର ସମୟ ଖରାପ ହେବ ସେତେବେଳେ ଟିକେ ହସନ୍ତୁ ଏବଂ ଧୈର୍ଯ୍ୟ ଧରନ୍ତୁ ଆଉ ସମୟକୁ ତାର କାମ କରିବା ପାଇଁ ଦିଅନ୍ତୁ। ⚜ସମସ୍ତେ କହନ୍ତି-ମୁଁ ସୁନ୍ଦର […]

ସମୁଦ୍ରରେ ଲୀନ ହେବ ଶେଷ ସନ୍ତକ

୧. ସେପ୍ଟେମ୍ବର ୧ରୁ ଖୋଲିବ ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି ଉଦ୍ୟାନ । ୨. ସମୁଦ୍ରରେ ଲୀନ ହେବାକୁ ବସିଲାଣି ସାତଭାୟାର ଶେଷ ସନ୍ତକ, ଗଭୀର ସମୁଦ୍ର ଆଁରେ ଐତିହ୍ୟ । ୩. କାବୁଲ ବିମାନବନ୍ଦରରେ ଆଇଏସ୍‌-ଖୋରାସାନ୍‌ର ବିସ୍ଫୋରଣ ଉଦ୍ୟମ ପଣ୍ଡ କରିବାକୁ ଯାଇ ରବିବାର ଆମେରିକା କରିଥିବା ଡ୍ରୋନ୍‌ ଷ୍ଟ୍ରାଇକ୍‌ରେ ୧୦ ଆଫ୍‌ଗାନ୍‌ଙ୍କ ମୃତ୍ୟୁ ଘଟିଛି । ୪. ଅମିତାଭ ବଚ୍ଚନଙ୍କ ସହ ‘କୌନ ବନେଗା କରୋଡପତି’ ଖେଳିବା ଦେଶବନ୍ଧୁଙ୍କୁ ପଡିଲା ମହଙ୍ଗା, ଅଟକିଲା ୩ […]

ଆଜିର ଅନୁଚିନ୍ତା

ଆଜିର ନୀତିବାଣୀ ➡️”କାହାକୁ ଛୁରୀ – କଣ୍ଟା – କଇଁଚି ଉପହାର ଦେବେ ନାହିଁ।ଏଗୁଡ଼ିକ ସବୁ ବିଷ ସଦୃଶ୍ୟ ଅଟେ !! ➡️”ଗୋଟିଏ ଘରେ ଯେତେ ବି ଲୋକ ରୁହନ୍ତୁ ନା କାହିଁକି, ଯଦି ‘ମା’ ନଥାଏ ତେବେ ସେ ଘର ବହୁତ ଖାଲି ଖାଲି ଲାଗିଥାଏ !! ➡️”ଯଦି ମାନସିକ ଅଶାନ୍ତି ଭୋଗ କରୁଛନ୍ତି ତେବେ ଦୁଇଟି ବାଉଁଶ ତିଆରି ବଂଶୀକୁ ଡ୍ରଇଂ ରୁମରେ ସଜାଇ ରଖନ୍ତୁ !! ➡️”ଖରାପ ସମୟ ଯାହା ମନୁଷ୍ୟକୁ ଶିକ୍ଷା […]

କେରଳରେ ପୁଣି ବଢିଲା ଲକଡାଉନ

୧-ନବୋଦୟ ବିଦ୍ୟାଳୟ ସମିତିର ବଡ ନିଷ୍ପତ୍ତି, ୯ମରୁ ୧୨ଶ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବା ନେଇ ଘୋଷଣା । ୨-ପୁଣି ଥରିଲା କାବୁଲ । ସତ ହେଲା ଆମେରିକାର ଆକଳନ, କାବୁଲ ବିମାନ ବନ୍ଦର ନିକଟରେ ବିସ୍ଫୋରଣ । ୩-କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ଗୋଟିଏ ଗୋଡରେ ସ୍କିପିଂ କରି ଦେଖାଇଲେ ନିଜ ଫିଟନେସ୍, ଭାଇରାଲ ହେଉଛି ଭିଡିଓ ୪-ସେପ୍ଟେମ୍ବର ୨୫ରେ ଭାରତ ବନ୍ଦ: ଆନ୍ଦୋଳନକୁ ୧୦ମାସ ପୂର୍ତ୍ତି ଅବସରରେ ଡାକରା ଦେଲା ସଂଯୁକ୍ତ କିଷାନ ମୋର୍ଚ୍ଚା । […]

ଆଜିର ରାଶିଫଳ

ଅଗଷ୍ଟ ମାସ ୩୦ ତାରିଖ ୨୦୨୧ ମସିହା(ସୋମବାର)ଭାଦ୍ରମାସ-କୃଷ୍ଣପକ୍ଷ,ତିଥି-ଅଷ୍ଟମୀ ,ବିଛା ରାଶିର ଘାତଚନ୍ଦ୍ର,ମିଥୁନ ରାଶିର ଘାତବାର,ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ନଡ଼ିଆ, ଲାଉ ଭକ୍ଷଣ ନିଷେଧ। ମେଷ-ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ। ବୃଷ-ଆଜି କୌଣସି କର୍ମାରମ୍ଭ ପାଇଁ […]

ଆଜିର ରାଶିଫଳ

ମେଷ-ଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ। ବୃଷ-ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ […]

ଆଜିର ଅନୁଚିନ୍ତା

🚩ଓଁ ମା ମଙ୍ଗଳା🚩🙏.ଖୁଦୁରୁକୁଣି ଓଷା ଆରମ୍ଭ🙏. 🌻ଶ୍ରଦ୍ଧାରୁ >> ଜ୍ଞାନ ନମ୍ରତାରୁ >>ମାନ ” ଆଉ ” ନିଜ ଯୋଗ୍ୟତାରୁ >> ମିଳେ ସ୍ଥାନ,ହେଲେ ଯେତେବେଳେ ଏଇ ତିନୋଟିଯାକ ମିଶିଯାଏ ସେତେବେଳେ ଯାଇ ମିଳେ ମଣିଷକୁ ସମ୍ମାନ । 🌻ଆବଶ୍ୟକ ପୁରଣ ହେଇଗଲେ ମଣିଷର ବ୍ୟବହାର ଆଉ ତାସହ କଥା ହେବା ଶୈଳୀ ମଧ୍ୟ ବଦଳି ଯାଇଥାଏ । 🌻ସୁନ୍ଦରତାକୁ ସଜାଡିବା ଅପେକ୍ଷା ନିଜର ସଂସ୍କାରକୁ ସଜାଡ଼ି ଦିଅନ୍ତୁ – କାହିଁକିନା ସୁନ୍ଦରତା ଚାଲି ଯାଇଥାଏ ହେଲେ […]

ଲୁଟର ଶିକାର ହେଲେ ପୂର୍ବତନ ବିଧାୟକ

ରାଇରଙ୍ଗପୁର,୨୮/୮(ଏସଏସନିୟୁଜ) ରାଇରଙ୍ଗପୁରର ପୂର୍ବତନ ବିଧାୟକ ସାଇବା ସୁଶୀଲ ହାଂସଦା ଲୁଟର ଶିକାର ହୋଇଛନ୍ତି । ବ୍ରାହ୍ମଣବସ୍ ଗାଁ ନିକଟରେ ତାଙ୍କୁ ମାଡ଼ ମାରି ପ୍ରାୟ ୮୦ ହଜାର ଟଙ୍କା ୩ ଜଣ ଦୁର୍ବୃତ୍ତ ଲୁଟିନେଇଥିବା ଅଭିଯୋଗ ହୋଇଛି । ପରେ ଗୁରୁତର ସୁଶୀଲଙ୍କୁ ବହଳଦା ହସ୍ପିଟାଲରେ ଭର୍ତ୍ତି କରାଯିବାସହ ଖବରପାଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଆସିଲା କେନ୍ଦ୍ରର ଗାଇଡଲାଇନ୍

ଭୁବନେଶ୍ୱର,୨୮/୮(ଏସଏସନିୟୁଜ) ଆଗକୁ ଆସୁଛି ପାର୍ବଣ ଋତୁ ।ଏଥିପାଇଁ କରୋନା କଟକଣାକୁ ବଢ଼ାଇଛନ୍ତି କେନ୍ଦ୍ର ସରକାର । ପାର୍ବଣ ସମୟ ରେ ଗହଳିକୁ ଏଡ଼ାଇବା ସହ କଡ଼ାକଡ଼ି କଟକଣା ପାଳନ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ସେପ୍ଟେମ୍ବର ୩୦ ତାରିଖ ଯାଏଁ କରୋନା କଟକଣାକୁ ବଢାଯାଇଛି ।ଏନେଇ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମୁଖ୍ୟ ସଚିବଙ୍କୁ କେନ୍ଦ୍ର ଚିଠି ଲେଖିଛି । ଏହାସହ ପାର୍ବଣରେ ୫ ସୂତ୍ରୀ ନିୟମ ଟେଷ୍ଟ, ଟ୍ରାକ୍, ଟ୍ରିଟ୍, ଟିକା ଓ […]