ଆଜିଠୁ ଖୋଲିବ ଧବଳେଶ୍ୱର ମନ୍ଦିର
➡️୧-ଶ୍ରଦ୍ଧାଳୁଙ୍କ ପାଇଁ ଆଜିଠୁ ଖୋଲିବ ଧବଳେଶ୍ୱର ମନ୍ଦିର । ସରକାରଙ୍କ ଦ୍ୱାରା ଜାରି କୋଭିଡ୍ ନିର୍ଦେଶାବଳୀ କଡାକଡି ପାଳନ ପୂର୍ବକ ସକାଳ ୬ଟା ଠାରୁ ରାତି ୮ଟା ପର୍ୟ୍ୟନ୍ତ ମନ୍ଦିର ଖୋଲା ରହିବ। ➡️୨-ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ଦୁଗ୍ଧ ଚାଷୀଙ୍କୁ ମିଳିଲା । ଏକ ଲକ୍ଷ ଦୁଗ୍ଧ ଚାଷୀ ପାଇଲେ ୬୦୦୦ ଟଙ୍କା । ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। ➡️୩-ରାଜ୍ୟରେ ଆସନ୍ତା ୧୬ରୁ ଆରମ୍ଭ ହେବ ୯ମ ଶ୍ରେଣୀ କ୍ଲାସ, ସକାଳ […]