Browsing monthly archive

August 2021

ଆଜିର ରାଶିଫଳ

ଅଗଷ୍ଟ ମାସ ୦୧ ତାରିଖ ୨୦୨୧ ମସିହା(ରବିବାର)ଶ୍ରାବଣମାସ-କୃଷ୍ଣପକ୍ଷ,ତିଥି-ଅଷ୍ଟମୀ,ମେଷ ରାଶିର ଘାତଚନ୍ଦ୍ର,ମେଷ ରାଶିର ଘାତବାର,ନବମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଲାଉ ଭକ୍ଷଣ ନିଷେଧ । ମେଷ-ଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷ-ରାଶିରେ […]