ଆଜିର ରାଶିଫଳ
ସେପ୍ଟେମ୍ବର ମାସ ୦୬ ତାରିଖ ୨୦୨୧ ମସିହା(ସୋମବାର)ଭାଦ୍ରମାସ-କୃଷ୍ଣପକ୍ଷ,ତିଥି-ଚତୁର୍ଦ୍ଦଶୀ,କର୍କଟ ଓ ମକର ରାଶିର ଘାତଚନ୍ଦ୍ର,ମିଥୁନ ରାଶିର ଘାତବାର,ଅମାବାସ୍ୟାର ସମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ,ବିରି,ଆମିଷ ଭକ୍ଷଣ ନିଷେଧ । ମେଷ:- ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ବୃଷ:- ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର […]