ପୁଣି ଫେରିବ ଲକ୍ଡାଉନ୍, ମିଳିଲା ଇଶାରା
୧. ଉତ୍କଳ ବିଶ୍ୱ ବିଦ୍ୟାଳୟରେ ଆଇନ୍ ଛାତ୍ରଙ୍କୁ ଅତର୍କିତ ଆକ୍ରମଣ । ୨. ୫୦% ରହିବ ପଞ୍ଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମା । ୩. ଆତଙ୍କୀ ସଂଗଠନର ଟପ୍ ଲିଡର୍ ଶେରୁ ଭାରତରେ ନେଇଥିଲେ ସେନା ପ୍ରଶିକ୍ଷଣ । ୪. ବର୍ଷୀୟାନ ଅଭିନେତ୍ରୀ ସାଇରା ବାନୁଙ୍କୁ ବୁଧବାର ମୁମ୍ବାଇସ୍ଥିତ ହିନ୍ଦୁଜା ହସ୍ପିଟାଲର ଆଇସିୟୁ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି। ୫. ଓଭାଲରେ ଚତୁର୍ଥ ଟେଷ୍ଟ; ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଭାରତ । ୬. କେରଳ:ପୁଣି ଫେରିବ ଲକ୍ଡାଉନ୍, […]