ଆଜିର ରାଶିଫଳ
ମାଁ ପରମେଶ୍ବରୀ ନମଃ ,ଅକ୍ଟୋବର ମାସ ୧୪ ତାରିଖ ୨୦୨୧ ମସିହା(ଗୁରୁବାର)ଆଶ୍ଵିନ୍ୟ – ଶୁକ୍ଳପକ୍ଷ.ତିଥି- ନବମୀ,ପିଠେ ବିଶ୍ରାମ ଓ ମୃଣ୍ମୟୀ ଦେବୀଙ୍କ ମହାନବମୀ ପୂଜା,ତୁଳା ଓ କୁମ୍ଭ ରାଶିର ଘାତବାର,ସିଂହ ରାଶିର ଘାତଚନ୍ଦ୍ର,ନବମୀ ର ଏକୋଦିଷ୍ଟ୍ ଓ ପାର୍ବଣ ଶ୍ରାଦ୍ଧ, ଲାଉ, କଳମଶ।ଗ ଭକ୍ଷଣ ନିଷେଧ। ମେଷ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା […]