ବିନା ସ୍ଲଟ୍ ବୁକିଂରେ ଟିକା ନେଇପାରିବେ ରାଜଧାନୀବାସୀ
ଭୁବନେଶ୍ୱର,୨/୭(ଏସ ଏସ ନିୟୁଜ) ପୂର୍ବ ପରି ଆଉ ସ୍ଲଟ୍ ବୁକିଂ କରିବାକୁ ପଡ଼ିବ ନାହିଁ । ଏଣିକି ଭୁବନେଶ୍ୱର ବାସିନ୍ଦାମାନେ ବିନା ବୁକିଂରେ ଟିକା ନେଇପାରିବାନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।ଆସନ୍ତା ୫ ତାରିଖଠାରୁ ୧୦ ତାରିଖ ପର୍ୟ୍ୟନ୍ତ ସକାଳ ୯ଟାରୁ ଅପରାହ୍ନ ୧ଟା ମଧ୍ୟରେ ୧୮-୪୪ ବର୍ଗ ଓ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ ୪୫ରୁ ଅଧିକ ବର୍ଷର ଲୋକମାନଙ୍କ ପାଇଁ ଏହି ଟିକାକରଣ ଅଭିଯାନ ଜାରି ରହିବ । ଆଧାର କାର୍ଡ […]