ଓମ୍ଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା
ଭୁବନେଶ୍ବର,୨୪/୬(ଏସ ଏସ ନିୟୁଜ)ଓମ୍ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ। ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ […]