ବାତ୍ୟା ‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା
ଭୁବନେଶ୍ବର, ୧୦/୬(ଏସଏସନିୟୁଜ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମଇ ୨୬ ତାରିଖ ଦିନ ବାତ୍ୟା ୟାସ ଯୋଗୁଁ ଅନେକ ଜିଲ୍ଲାରେ ଫସଲ ନଷ୍ଟ ହେବା ସହିତ ପଶୁସଂପଦ, ମତ୍ସ୍ୟ, ହସ୍ତତନ୍ତ ଓ ରେଶମ ଚାଷ ଆଦି ବିଭିନ୍ନ କ୍ଷେତ୍ରରେ ବ୍ୟାପକ କ୍ଷତି ହୋଇଛି। ଚାଷୀ ମାନଙ୍କର କ୍ଷତି ଭରଣା ପାଇଁ ମୁଖ୍ୟମନ୍ତ୍ରୀ ପ୍ୟାକେଜ ଘୋଷଣା କରି ଏହାକୁ ତୁରନ୍ତକାର୍ଯ୍ୟକାରୀ […]