ଆଜିର ରାଶିଫଳ
ମଇ ମାସ ୨୭ ତାରିଖ ୨୦୨୧ ମସିହା(ଗୁରୁବାର)ଜ୍ୟେଷ୍ଠମାସ-କୃଷ୍ଣପକ୍ଷ,ତିଥି-ପ୍ରତିପଦ ,ତୁଳା ଓ କୁମ୍ଭ ରାଶିର ଘାତବାର,ପ୍ରତିପଦ ଓ ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପାଣିକଖାରୁ ଓ ବୋଇତି କଖାରୁ ଭକ୍ଷଣ ନିଷେଧ। ମେଷ=କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ […]